Odisha Govt. Photos and videos

  • Home
  • Odisha Govt. Photos and videos

Odisha Govt. Photos and videos Event Suppot

Warm greetings to Hon'ble CM Naveen Patnaik  on his birthday. May he continue to lead Odisha to new heights with his vis...
16/10/2023

Warm greetings to Hon'ble CM Naveen Patnaik on his birthday. May he continue to lead Odisha to new heights with his visionary leadership. Praying for his good health and long life.

Hon'ble CM Shri Naveen Patnaik casts his vote in the Bhubaneswar Municipal Election 2022.
24/03/2022

Hon'ble CM Shri Naveen Patnaik casts his vote in the Bhubaneswar Municipal Election 2022.

CM Shri Naveen Patnaik  with comedian Kapil sharma   and actress Nandita Das  at Naveen Nivas.
17/03/2022

CM Shri Naveen Patnaik with comedian Kapil sharma and actress Nandita Das at Naveen Nivas.

Chief Minister Shri Naveen Patnaik with Air Marshal D. K. Patnaik, AVSM VM, Air Officer Commanding in Chief, Eastern Air...
14/03/2022

Chief Minister Shri Naveen Patnaik with Air Marshal D. K. Patnaik, AVSM VM, Air Officer Commanding in Chief, Eastern Air Command at Naveen Niwas on 14-3-2022

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik  ଙ୍କ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ।
22/02/2022

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ।

ରାଷ୍ଟ୍ରପତିଙ୍କୁ  ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik  at Biju Patnaik International Airport in  .
19/02/2022

ରାଷ୍ଟ୍ରପତିଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik

at Biju Patnaik International Airport in .

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିର ଗସ୍ତ ଅବସରରେ।
19/02/2022

ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିର ଗସ୍ତ ଅବସରରେ।

ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ସହ ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik   #ଜୟଜଗନ୍ନାଥ 🙏 CMO Odisha  Informa...
28/01/2022

ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବଙ୍କ ସହ ସାକ୍ଷାତ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik
#ଜୟଜଗନ୍ନାଥ 🙏

CMO Odisha Information & Public Relations Department, Government of Odisha

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କ ବାର୍ତ୍ତା ପ୍ରିୟ ଭାଇ ଓ ଭଉଣୀମାନେ,ପବିତ୍ର ସାଧାରଣତନ୍ତ୍ର ଦିବସ ଅବସ...
26/01/2022

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଙ୍କ ବାର୍ତ୍ତା

ପ୍ରିୟ ଭାଇ ଓ ଭଉଣୀମାନେ,

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା' ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମଧ୍ୟ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଚଳିତ ବର୍ଷ ସାରା ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ବପୂର୍ଣ୍ଣ ଘଟଣା ।

ଆମର ସ୍ବାଧୀନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା । ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ । ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ । ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା । ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ। ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି । ବିବିଧତା ହିଁ ଆମର ଶକ୍ତି। ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ। ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ ।

ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ । ଆମ ଗଣତନ୍ତ୍ରର ଆତ୍ମା । ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ । ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି । ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ ।

ବନ୍ଧୁଗଣ, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି। ଆମେ ମଧ୍ୟ ଏହାର ମୁକାବିଲା କରୁଛୁ । ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ । କରୋନାର ସବୁ ଗାଇଡ ଲାଇନ୍‌ସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା । ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳି ପୁଣି ସ୍ବାଭାବିକ ହେବ ।

ଜୟହିନ୍ଦ

୭୩ତମ ଗଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଲୋକସେବା ଭବନ ସ୍ଥିତ ଉଦ୍ୟାନ ବୁଲି ଦେଖିବାର ସ୍ଥିରଚିତ୍ର।
26/01/2022

୭୩ତମ ଗଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ Naveen Patnaik ଲୋକସେବା ଭବନ ସ୍ଥିତ ଉଦ୍ୟାନ ବୁଲି ଦେଖିବାର ସ୍ଥିରଚିତ୍ର।

01/09/2021

Address


Website

Alerts

Be the first to know and let us send you an email when Odisha Govt. Photos and videos posts news and promotions. Your email address will not be used for any other purpose, and you can unsubscribe at any time.

Shortcuts

  • Address
  • Alerts
  • Claim ownership or report listing
  • Want your business to be the top-listed Event Planning Service?

Share